Размер видео: 1280 X 720853 X 480640 X 360
Показать панель управления
Автовоспроизведение
Автоповтор
What happened😮😮😮😢
ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହା କ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା,। 2 ✽ସେ ମହା ଶଦ୍ଦ କରି ଉଚ୍ଚ ସ୍ଵରରେ କହିଲେ, ମହାନଗରୀ ବାବିଲ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ, ପୁଣି ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟସ୍ଥାନ ହୋଇଅଛି। 3 ✽କାରଣ ଜାତିସମୂହ ତାହାର ବ୍ୟଭିଚାରର କାମରୂପ ମଦିରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି।4 ✽ପରେ ମୁଁ ସ୍ଵର୍ଗରୁ ଆଉ ଗୋଟିଏ ସ୍ଵର ଏହା କହିବାର ଶୁଣିଲି, ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଳେଶର ଅଂଶୀ ନ ହୁଅ, ଏଥିନିମନ୍ତେ ତାହାଠାରୁ ବାହାରି ଆସ; 5 ✽କାରଣ ତାହାର ପାପରାଶି ସ୍ଵର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି, ଆଉ ଈଶ୍ଵର ତାହାର ଅଧର୍ମସବୁ ସ୍ମରଣ କରିଅଛନ୍ତି। 6 ✽ସେ ଯେପରି କରିଅଛି, ସେହିପରି ତାହାକୁ ପ୍ରତିଫଳ ଦିଅ, ତାହାର କର୍ମାନୁସାରେ ତାହାକୁ ଦ୍ଵିଗୁଣ ପ୍ରତିଫଳ ଦିଅ, ଆଉ ସେ ଯେଉଁ ପାତ୍ରରେ ମଦ୍ୟ ମିଶ୍ରିତ କରିଅଛି, ସେଥିରେ ତାହା ପାଇଁ ଦ୍ଵିଗୁଣ ମଦ୍ୟ ମିଶ୍ରିତ କର। 7 ✽ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି, ତାହାକୁସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ। 8 ✽ଏନିମନ୍ତେ ଏକ ଦିନରେ ହିଁ ତାହା ପ୍ରତି ଏହି ସମସ୍ତ କ୍ଳେଶ, ଅର୍ଥାତ୍, ମୃତ୍ୟୁ, ଶୋକ ଓ ଦୁର୍ଭିକ୍ଷ ଘଟିବ, ଆଉ ସେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବ, ଯେଣୁ ତାହାର ବିଚାରକର୍ତ୍ତା ପ୍ରଭୁ ଈଶ୍ଵର ଶକ୍ତିମାର୍ନ।9 ✽ପୃଥିବୀର ଯେସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହାର ଦାହର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବୋ;
😢eha hin nijo karmo ro pholo KAHIBE...low of universe ...anyo desh re indirectly nia logeiva desh ... prakruthi emithi kore kichi karipare😢
What happened😮😮😮😢
ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହା କ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା,। 2 ✽ସେ ମହା ଶଦ୍ଦ କରି ଉଚ୍ଚ ସ୍ଵରରେ କହିଲେ, ମହାନଗରୀ ବାବିଲ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ, ପୁଣି ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟସ୍ଥାନ ହୋଇଅଛି। 3 ✽କାରଣ ଜାତିସମୂହ ତାହାର ବ୍ୟଭିଚାରର କାମରୂପ ମଦିରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି।
4 ✽ପରେ ମୁଁ ସ୍ଵର୍ଗରୁ ଆଉ ଗୋଟିଏ ସ୍ଵର ଏହା କହିବାର ଶୁଣିଲି, ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଳେଶର ଅଂଶୀ ନ ହୁଅ, ଏଥିନିମନ୍ତେ ତାହାଠାରୁ ବାହାରି ଆସ; 5 ✽କାରଣ ତାହାର ପାପରାଶି ସ୍ଵର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି, ଆଉ ଈଶ୍ଵର ତାହାର ଅଧର୍ମସବୁ ସ୍ମରଣ କରିଅଛନ୍ତି। 6 ✽ସେ ଯେପରି କରିଅଛି, ସେହିପରି ତାହାକୁ ପ୍ରତିଫଳ ଦିଅ, ତାହାର କର୍ମାନୁସାରେ ତାହାକୁ ଦ୍ଵିଗୁଣ ପ୍ରତିଫଳ ଦିଅ, ଆଉ ସେ ଯେଉଁ ପାତ୍ରରେ ମଦ୍ୟ ମିଶ୍ରିତ କରିଅଛି, ସେଥିରେ ତାହା ପାଇଁ ଦ୍ଵିଗୁଣ ମଦ୍ୟ ମିଶ୍ରିତ କର। 7 ✽ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି, ତାହାକୁସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ। 8 ✽ଏନିମନ୍ତେ ଏକ ଦିନରେ ହିଁ ତାହା ପ୍ରତି ଏହି ସମସ୍ତ କ୍ଳେଶ, ଅର୍ଥାତ୍, ମୃତ୍ୟୁ, ଶୋକ ଓ ଦୁର୍ଭିକ୍ଷ ଘଟିବ, ଆଉ ସେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବ, ଯେଣୁ ତାହାର ବିଚାରକର୍ତ୍ତା ପ୍ରଭୁ ଈଶ୍ଵର ଶକ୍ତିମାର୍ନ।
9 ✽ପୃଥିବୀର ଯେସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହାର ଦାହର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବୋ;
😢eha hin nijo karmo ro pholo KAHIBE...low of universe
...anyo desh re indirectly nia logeiva desh ... prakruthi emithi kore kichi karipare😢