‘ଭୀଷଣ ବାତ୍ୟାରୁ ବାତ୍ୟାକୁ ଆସିଲା’ | Odisha Reporter
HTML-код
- Опубликовано: 24 окт 2024
- ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ। ଭୀଷଣ ବାତ୍ୟା ଦୁର୍ବଳ ହୋଇ ବାତ୍ୟାକୁ ଆସିଲା। ଦୁର୍ବଳ ହୋଇ ଘଣ୍ଟାକୁ ୧୦ କିମି ବେଗରେ ଗତି କରୁଛି। ସେପଟେ ୨ଟି ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ପାଇଁ ଲ୍ୟାଣ୍ଡଫଲ ପ୍ରକ୍ରିୟା ବିଳମ୍ବ ବୋଲି କହିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
RUclips: bit.ly/OdishaRe...
Web: odishareporter.in
Facebook: / odishareporter
Twitter: / odishareporter
Telegram: telegram.me/Od...
Instagram: / odishareporter_official
#OdishaReporter #CycloneUpdate #CycloneDana #Odisha #WeatherUpdate #manoramamohanty