ବାରମ୍ବାର ୟୁରିନ୍‌ ଇନ୍‌ଫେକ୍ସନ୍‌ ହେଉଛି କି? | Urine Infections (UTIs) in Odia | Dr Manas Ranjan Pradhan

Поделиться
HTML-код
  • Опубликовано: 19 окт 2024
  • #UrinaryTractInfection #OdiaHealthTips
    ପୁରୁଷଙ୍କ ଅପେକ୍ଷା ମହିଳାଙ୍କଠାରେ ୟୁରିନ୍‌ ଇନ୍‌ଫେକ୍ସନ୍‌ର ସମସ୍ୟା ଅଧିକ ଦେଖାଦିଏ। ଡାଏବେଟିସ୍‌, କୋଷ୍ଠକାଠିନ୍ୟ ତଥା ଅନ୍ୟାନ୍ୟ ସଂକ୍ରମଣ ଯୋଗୁଁ ୟୁରିନ୍‌ ଇନ୍‌ଫେକ୍ସନ୍‌ ବା ପରିସ୍ରା ପୋଡ଼ା ହୋଇଥାଏ। ଆସନ୍ତୁ ବିଶିଷ୍ଟ କିଡ୍‌ନି ରୋଗ ବିଶେଷଜ୍ଞ ଡାକ୍ତର ମାନସ ରଞ୍ଜନ ପ୍ରଧାନଙ୍କଠାରୁ ଅଧିକ ଜାଣିବା।
    Urine infections are more common in women than in men. Diabetes, constipation, and other infections can also cause urinary tract infections (UTIs). So why does urine infection happen? Let us find out more about its symptoms, treatment, and prevention from Dr Manas Ranjan Pradhan, a Urologist.
    Subscribe Now & Live a Healthy Life!
    ସ୍ଵାସ୍ଥ୍ୟ ପ୍ଲସ୍‌ ନେଟ୍‌ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍‌ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
    Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
    ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ ( / swasthyaplus ) ସବ୍‌ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
    ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
    For requesting contact details of doctors - please message Swasthya Plus on Facebook: SwasthyaPlusOdia).
    For feedback and business inquiries, contact Swasthya Plus Odia at hello@swasthyaplus.com
    Swasthya Plus Odia, Odisha's leading destination for Health Tips in Odia language on health, hygiene, nutrition, lifestyle, and more!

Комментарии • 28