୫ଟି ପ୍ରସ୍ତାବରେ କ୍ୟାବିନେଟ ମୋହର || CM Mohan Majhi || Cabinet Approves 5 Proposals || BJP Govt || OR

Поделиться
HTML-код
  • Опубликовано: 8 сен 2024
  • ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ। ୫ଟି ପ୍ରସ୍ତାବରେ କ୍ୟାବିନେଟ ମୋହର। ସର୍ବନିମ୍ନ ମଜୁରୀ ବୃଦ୍ଧି ନେଇ ରାଜ୍ୟ କ୍ୟାବିନେଟର ମଂଜୁରୀ। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀଙ୍କ ମଜୁରୀ ବଢ଼ିଲା। ଓଡ଼ିଆ ଅସ୍ମିତା ପାଇଁ ୨ଶହ କୋଟିର କର୍ପସ ପାଣ୍ଠିକୁ ମଂଜୁରୀ। ଓଡ଼ିଆ ଅସ୍ମିତା ଭବନ ନିର୍ମାଣ, ଓଡ଼ିଆ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ। ପିଏମ୍ କିଷାନରେ ଆଉ ପ୍ରାୟ ୬ ଲକ୍ଷ ଚାଷୀ ସାମିଲ ହେବେ। ବାଦ୍‌ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯିବ।
    Odisha Reporter is one of the best Odia news portal in Odisha. Get all the news updates in Odia.
    ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
    RUclips: bit.ly/OdishaRe...
    Web: odishareporter.in
    Facebook: / odishareporter
    Twitter: / odishareporter
    Telegram: telegram.me/Od...
    Instagram: / odishareporter_official
    #OdishaReporter #cabinetmeeting #chiefminister #MohanCharanMajhi #odisha #news #odishareporter

Комментарии • 182