BAULA LO - Super Hit Raja Song ରଜ ଦୋଳି ଗୀତ - ବଉଳ ଲୋ (Vol- 1) | Rajo Song | Sidharth Music

Поделиться
HTML-код
  • Опубликовано: 10 фев 2025
  • ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ ।
    ଆଷାଢ଼ ମାସରେ ପ୍ରଥମ ବର୍ଷାର ଆଗମନରେ ମେଘ ଓ ମାଟିର ମିଳନ ହୁଏ । ମାଟି ମା' ହୁଏ ରଜସ୍ୱଳା । କୃଷିପ୍ରଧାନ ଦେଶ ଭାବେ ଖ୍ୟାତି ଲାଭ କରିଥିବା ଆମଦେଶରେ ମାଟି ମା' ବହୁ କିସମର ଫସଲ ଫଳାଇ ଆମରି ହାତରେ ଅଜାଡ଼ି ଦିଏ । ମା'ଟିଏ ଯେମିତି ପ୍ରଜନନ ପୂର୍ବରୁ ବିଶ୍ରାମ ଆବଶ୍ୟକ କରେ, ସେମିତି ପ୍ରଜନନକ୍ଷମ ହେବାକୁ ଯାଉଥିବା ମାଟି ମା'କୁ ରଜ ତିନିଦିନ ବିଶ୍ରାମ ଦିଆଯାଏ ବୋଲି ବିଶ୍ୱାସ ଅଛି । ପହିଲି ରଜରେ ଆରମ୍ଭ ହୁଏ ପ୍ରସ୍ତୁତି ପର୍ବ ।
    ତିନିଦିନ ଧରି ଧରଣୀ ମାତାକୁ ବିଶ୍ରାମ ଦିଆଯାଏ, ଯେଉଁଥିାଇଁ ଭୂ ଖନନ ବାରଣ କରାଯାଇଥାଏ । ମାତୃଜାତି ମଧ୍ୟରେ ଉତ୍ସାହ, ଉନ୍ମାଦନା ଓ ନୂତନ ଶକ୍ତି ଜାଗ୍ରତ କରିବା ପାଇଁ ପାଳନ କରାଯାଇଥାଏ ରଜପର୍ବ । କୁମାରୀମାନଙ୍କ ପାଇଁ ରଜପର୍ବ ହେଉଛି ତାଲିମ ପ୍ରଦାନକାରୀ ପର୍ବ । ଆଷାଢ଼ର ପହିଲି ବର୍ଷାରେ ମାଟି ମା'ର ପ୍ରଜନନ ଶକ୍ତି ଜାଗ୍ରତ ହୋଇଥାଏ, ଏହି କାରଣରୁ ଧରଣୀମାତାକୁ ରଜସ୍ୱଳା ସ୍ତ୍ରୀ ସହିତ ତୁଳନା କରାଯାଏ । ଅବିବାହିତା ଝିଅଙ୍କ ପାଇଁ ଗର୍ଭଧାରଣ କ୍ଷମତା ପ୍ରାପ୍ତିର ଏକ ସାଙ୍କେତିକ ପର୍ବ ହେଉଛି ରଜ ।
    Song: Raja Doli Jhulilani
    Album: Baula Lo
    Singer: Sumitra Mahapatra
    Video Artist: Mithi & Deepa
    Music Director: Sadashiva Maharana
    Lyrics: Prafulla Mohanty
    Video Director: Santosh Sahoo
    Producer: Sitaram Agrawal
    Music Label: Sidharth Music
    Enjoy and stay connected with us!!
    Subscribe to RUclips Channel of Sambalpuri Songs (Sarthak Music) for getting new sambalpuri videos and songs.
    RUclips Link: / @sidharthsambalpuri
    Subscribe to RUclips Channel of Sarthak Music for getting new movies, videos and songs.
    RUclips Link: / @officialsidharthtv
    Subscribe to The Official RUclips Channel of Namita Agrawal for unlimited devotional songs.
    RUclips Link: / @namitaagrawal
    Like us on Facebook
    / sarthakmusiconline
    Circle us on Google+ plus.google.co...

Комментарии • 551