ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାଭାରତ ର କୁନ୍ତୀ ||ଏକ ଆଶ୍ଚର୍ଯ୍ୟ ଓ ଅବିଶ୍ୱସନୀୟ ଅନୁଭୂତି ||Rabindra Narayan Mishra

Поделиться
HTML-код
  • Опубликовано: 5 фев 2025
  • ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାଭାରତ ର କୁନ୍ତୀ ||ଏକ ଆଶ୍ଚର୍ଯ୍ୟ ଓ ଅବିଶ୍ୱସନୀୟ ଅନୁଭୂତି ||Rabindra Narayan Mishra
    OFFICIAL CHANNEL OF-
    Sri Rabindra Narayan Mishra (former Administrator of Shree Jagannath Temple Puri) |
    Watch and share divya kathamrita with your family and friend
    "ମୋ ନାମ ଶ୍ରବଣ କୀର୍ତ୍ତନେ । ଶ୍ରଦ୍ଧା ଉପୁଜେ ଯା'ର ମନେ ॥ ସେ ଭକ୍ତିଯୋଗେ ଅଧିକାରୀ , କେବେହେଁ ନୁହଁଇ ସଂସାରୀ ॥ ମୁଁ ତାକୁ କରଇ ସଦୟ । ତାହାର ସୁବୁଦ୍ଧି ଉଦୟ ॥
    ସକଳ ସିଦ୍ଧି ସେ ସାଧଇ । ତାହାର କର୍ମବନ୍ଧ ନାହିଁ "॥
    (ଏକାଦଶ ସ୍କନ୍ଧ
    ,ଏକବିଂଶ ଅଧ୍ୟାୟ,ଭାଗବତ)
    ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କର ଓ ପରିବାରର ସମସ୍ତଙ୍କର ମଙ୍ଗଳ କରନ୍ତୁ ।।
    ଭଗବାନଙ୍କ କଥା କର୍ଣ୍ଣରେ ଶ୍ରବଣ କରିବାମାତ୍ରେ,ମୁଖରେ ଉଚ୍ଚାରଣ କରିବାମାତ୍ରେ,ଚିତ୍ତରେ ସ୍ମରଣ କରିବାମାତ୍ରେ,ତାହାକୁ ହୃଦୟରେ ଆଦର ଓ ଅନୁମୋଦନ କରିବାମାତ୍ରେ ହିଁ ମନୁଷ୍ୟ ପବିତ୍ର ହୋଇଯାଏ। ଭଗବାନଙ୍କ କଥା ରେ ଏପରି ପ୍ରଭାବ ଯେ,ତାହା ଅବଲମ୍ବନ କଲେ ଜୀବ ଯେତେ କଷ୍ଟ ରେ ଥିଲେ ବି,ତତକ୍ଷଣାତ୍ ମନର ଶାନ୍ତି ପାଏ ଓ ପବିତ୍ର ହୋଇଯାଏ । ଭଗବାନ ହେଉଛନ୍ତି ପରମକଲ୍ୟାଣସ୍ବରୂପ । ତାଙ୍କର ନାମ ଶ୍ରବଣ ଓ କୀର୍ତ୍ତନ ବହୁ ପୁଣ୍ୟ ପ୍ରଦାନ କରେ ।
    🙏🏻ଶ୍ରୀ ଜଗନ୍ନାଥ ଶରଣଂ🙏🏻
    (ମହାପ୍ରଭୁଙ୍କର ଓ ଏହି ଧର୍ମ କଥା ଗୁଡିକୁ ସମସ୍ତଙ୍କ ପାଖରେ share କରି ଉପଲବ୍ଧ କରେଇବାକୁ ଓ ଚେଷ୍ଟା କରିବାକୁ ଆପଣଙ୍କୁ ଅନୁରୋଧ ।। )
    ଶ୍ରୀ ରବୀନ୍ଦ୍ର ନାରାୟଣ ମିଶ୍ର
    ପୂର୍ବତନ ପ୍ରଶାସକ, ଶ୍ରୀ ଜଗନ୍ନାଥ ମନ୍ଦିର, ପୁରୀ
    #jagannath
    #RabindraNarayanMishra
    #odisha
    #ODISHA365
    #BhaktiSamarpan
    #SrikhetraDarshan
    #MeeraJhanjaaTales
    @ODISHA 365
    @Bhakti Samarpan
    @Srikhetra Darshan
    @Meera Jhanjaa Tales

Комментарии • 364